Lumina
Psalms

The LORD Reigneth

Psalms 97·Oriya Bible

1ସଦାପ୍ରଭୁ ଶାସନ କରନ୍ତି। ସକଳ ପୃଥିବୀ ଆନନ୍ଦ ହେଉ। ଦୂର ସଦୃଶ ଭୂମି ମଧ୍ଯ ଆନନ୍ଦିତ ହୁଅନ୍ତୁ।

2ମେଘମାଳ ଓ ଅନ୍ଧାର ସଦାପ୍ରଭୁଙ୍କ ଚତୁର୍ଦ୍ଦିଗରେ ଥାଏ। ଧର୍ମ ଓ ନ୍ଯାଯ ତାହାଙ୍କ ସିଂହାସନର ମୂଳଭିତ୍ତି।

3ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ଝରି ତାଙ୍କର ଶତ୍ରୁଗଣକୁ ବିନାଶ କରେ।

4ତାହାଙ୍କ ବିଜୁଳି ଜଗତକୁ ଦୀପ୍ତିମାନ କଲା, ଏହା ଦେଖି ଲୋକେ ଭୟ କଲେ।

5ସଦାପ୍ରଭୁଙ୍କ ସମ୍ମୁଖରେ ପୃଥିବୀର ସମସ୍ତ ପ୍ରଭୁ, ପର୍ବତଗୁଡ଼ିକ ମହମ ପରି ତରଳି ଗଲେ।

Psalms 97 illustration - Psalms Chapter 97

6ଆକାଶ ତାଙ୍କର ଧାର୍ମିକ ସତ୍ଯତା ପ୍ରଚାର କରେ ଓ ପ୍ରେତ୍ୟକକ ଜାତିଗଣ ତାଙ୍କ ମହିମା ଦେଖନ୍ତି।

7ଲୋକମାନେ ତାଙ୍କର ମୂର୍ତ୍ତିଗୁଡ଼ିକୁ ପୂଜା କରନ୍ତି। ସମାନେେ ସମାନଙ୍କେର ଦବଗେଣଙ୍କ ବିଷଯରେ ବଡ଼ାଇ କରନ୍ତି। ସହେି ଲୋକମାନେ ଲଜ୍ଜିତ ହବେେ। ସମାନଙ୍କେର ସମସ୍ତ ଦବେତାଗଣ ସଦାପ୍ରଭୁଙ୍କ ଆଗରେ ମଥାନତ କରିବେ।

8ସିଯୋନ୍ ଶୁଣିଛି ଓ ଆନନ୍ଦିତ ହାଇେଛି। ଯିହୁଦା ନଗରୀ, ଖୁସୀ ହାଇେ ଆସୁଛନ୍ତି, କାରଣ ତୁମ୍ଭ ପାଇଁ ସଦାପ୍ରଭୁ ବିଜ୍ଞ ନିଷ୍ପତ୍ତି କରନ୍ତି।

9ହେ ସର୍ବୋପରିସ୍ଥ ସଦାପ୍ରଭୁ, ତୁମ୍ଭେ ହିଁ ସମଗଯ ପୃଥିବୀର ଶାସକ। ତୁମ୍ଭେ ଅନ୍ୟ ଦବେତାମାନଙ୍କଠାରୁ ଉତ୍ତମ।

10ୟିଏ ସଦାପ୍ରଭୁଙ୍କୁ ଭଲପା'ନ୍ତି ମନ୍ଦତାକୁ ଘୃଣା କରନ୍ତି! ସେ ସହେି ଆପଣା ସଦ୍ଭକ୍ତମାନଙ୍କ ପ୍ରାଣରକ୍ଷା କରନ୍ତି। ସେ ଦୁଷ୍ଟମାନଙ୍କ ହସ୍ତରୁ ନିଜର ଶିଷ୍ଯମାନଙ୍କୁ ରକ୍ଷାକରନ୍ତି।

Psalms 97 illustration - Psalms Chapter 97

11ଧାର୍ମିକମାନଙ୍କ ପାଇଁ ଦୀପ୍ତି ଓ ସତ୍ଯପ୍ରିଯମାନଙ୍କ ପାଇଁ ଆନନ୍ଦ ଅଛି।

12ହେ ଧାର୍ମିକଗଣ ତୁମ୍ଭମାନେେ ସଦାପ୍ରଭୁଙ୍କ ନିକଟରେ ଆନନ୍ଦ କର। ପରମେଶ୍ବରଙ୍କ ପବିତ୍ର ନାମରେ ଧନ୍ଯବାଦ କର।

Chapter Complete

You have read Psalms 97

12 verses