Lumina
Revelation

Revelation 21

Revelation 21·Oriya Bible

1ଏହାପରେ ମୁଁ ଗୋଟିଏ ନୂତନ ସ୍ବର୍ଗ ଓ ନୂତନ ପୃଥିବୀ ଦେଖିଲି। ପ୍ରଥମ ସ୍ବର୍ଗ ଓ ପ୍ରଥମ ପୃଥିବୀ ଅଦୃଶ୍ଯ ହାଇେ ଯାଇଥିଲା। ସଠାେରେ ଆଉ ସମୁଦ୍ର ନ ଥିଲା।

2ତା'ପରେ ମୁଁ ପରମେଶ୍ବରଙ୍କଠାରୁ ସ୍ବର୍ଗରୁ ପବିତ୍ର ନଗରୀ ତଳକୁ ଆସିବାର ଦେଖିଲି। ଏହି ପବିତ୍ର ନଗରୀ ନୂତନ ୟିରୁଶାଲମ ଅଟେ। ବର ପାଇଁ କନ୍ଯା ଯେପରି ସୁସଜ୍ଜିତା ହାଇେଥାଏ, ଠିକ୍ ସହେିପରି ଏହା ପ୍ରସ୍ତୁତ ଥିଲା।

3ମୁଁ ସିଂହାସନରୁ ଏକ ଉଚ୍ଚ ସ୍ବର ଶୁଣିଲି। ସହେି ସ୍ବର କହିଲା, ବର୍ତ୍ତମାନ ପରମେଶ୍ବରଙ୍କର ବାସସ୍ଥାନ ଲୋକମାନଙ୍କ ପାଖ ରେ ଅଛି। ସେ ସମାନଙ୍କେ ସହିତ ରହିବେ। ସମାନେେ ତାହାଙ୍କର ଲୋକ ହବେେ। ପରମେଶ୍ବର ନିଜେ ସମାନଙ୍କେ ସହିତ ରହିବେ ଓ ସମାନଙ୍କେର ପରମେଶ୍ବର ହବେେ।

4ପରମେଶ୍ବର ସମାନଙ୍କେ ଆଖିରୁ ସମସ୍ତ ଲୁହ ପୋଛି ଦବେେ। ଆଉ ଅଧିକ ମୃତ୍ଯୁ, ବିଷାଦ, କ୍ରନ୍ଦନ ବା କଷ୍ଟ ରହିବ ନାହିଁ। ସବୁ ପୁରାତନ ବିଷୟ ଲୋପପାଇଛି।

5ସିଂହାସନ ଉପରେ ୟିଏ ବସିଥିଲେ, ସେ କହିଲେ, ମୁଁ ସମସ୍ତ ବିଷୟ ନୂତନ କରୁଅଛି। ତା'ପରେ ସେ କହିଲେ, ଏହା ଲେଖି ରଖ, କାରଣ ଏହି କଥାସବୁ ବିଶ୍ବାସ ଯୋଗ୍ଯ ଓ ସତ୍ଯ।

Revelation 21 illustration - Revelation Chapter 21

6ସିଂହାସନ ରେ ବସିଥିବା ବ୍ଯକ୍ତି ମାେତେ କହିଲେ, ଏହା ସମାପ୍ତ ହାଇଯୋଇଛି। ମୁଁ ହେଉଛି ପ୍ରଥମ ଓ ଶଷେ। ମୁଁ ତୃଷାର୍ତ୍ତ ଲୋକକୁ ବିନା ମୂଲ୍ଯ ରେ ଜୀବନ୍ତଜଳ ନିର୍ଝରରୁ ପାନ କରିବାକୁ ଦବେି।

7ଯେ ବିଜଯୀ ହବେ, ସେ ଏହିସବୁ ପାଇବ। ମୁଁ ତାହାର ପରମେଶ୍ବର ହବେି ଓ ସେ ମାରେ ପୁତ୍ର ହବେ।

8କିନ୍ତୁ ଯେଉଁ ଲୋକମାନେ ଭୀରୁ, ଅବିଶ୍ବାସୀ, ଘୃଣାକାର୍ୟ୍ଯ, ନରହତ୍ଯା, ୟୌନଗତ ପାପ, ମନ୍ଦ କୁହୁକ କହନ୍ତି ଓ ପ୍ରତିମାପୂଜକ ଏବଂ ମିଥ୍ଯାବାଦୀ ସମାନେେ ଅଗ୍ନି ଓ ଗନ୍ଧକ ଜଳୁଥିବା ହ୍ରଦ ରେ ସ୍ଥାନ ପାଇବେ। ଏହା ଦ୍ବିତୀୟ ମୃତ୍ଯୁ।

9ତା'ପରେ ସାତଜଣ ର୍ସ୍ଗଦୂତଙ୍କ ମଧ୍ଯରୁ ଯେଉଁମାନଙ୍କ ପାଖ ରେ ସାତାଟେି ଶଷେ କ୍ଲେଶର ସାତପାତ୍ର ଥିଲା, ସହେିମାନଙ୍କ ମଧ୍ଯରୁ ଜଣେ ମାେ ପାଖକୁ ଆସିଲେ। ସହେି ସ୍ବର୍ଗଦୂତ ମାେତେ କହିଲେ, ମାେ ସହିତ ଆସ। ମୁଁ ତୁମ୍ଭକୁ ବଧୂକୁ ଦଖାଇବେି। ସେ ମଷେଶାବକଙ୍କର ସ୍ତ୍ରୀ।

10ସେ ଦୂତ ମାେତେ ଆତ୍ମା ଦ୍ବାରା ଗୋଟିଏ ବହୁତ ବଡ଼ ଓ ଉଚ୍ଚ ପର୍ବତକୁ ନଇଗେଲେ। ସେ ମାେତେ ପବିତ୍ର ନଗରୀ ୟିରୁଶାଲମ ଦଖାଇେଲେ। ମୁଁ ସହେି ନଗରୀକୁ ପରମେଶ୍ବରଙ୍କ ପାଖରୁ ସ୍ବର୍ଗରୁ ଆସିବାର ଦେଖିଲି।

Revelation 21 illustration - Revelation Chapter 21

11ସହେି ନଗରୀ ପରମେଶ୍ବରଙ୍କ ଗୌରବ ରେ ଉଜ୍ଜ୍ବଳମୟ ଦଖାଯାେଉଥିଲା। ଏହା ମୂଲ୍ଯବାନ ମଣି, ସୂର୍ୟ୍ଯକାନ୍ତ ପରି ଉଜ୍ଜ୍ବଳ ହାଇେ ଝଲକୁଥିଲା। ଏହା ସ୍ଫଟିକ ପରି ସ୍ବଚ୍ଛ ଥିଲା।

12ନଗରୀର ଗୋଟିଏ ବଡ଼ ଉଚ୍ଚ କାନ୍ଥ ଥିଲା। ଏହାର ବାରଟି ପ୍ରବେଶଦ୍ବାରା ଥିଲା। ସହେି ଦ୍ବାରମାନଙ୍କ ରେ ବାରଟି ସ୍ବର୍ଗଦୂତ ଥିଲେ। ପ୍ରେତ୍ୟକକ ପ୍ରବେଶ ଦ୍ବାର ରେ ଇଶ୍ରାୟେଲର ବାରଟି ପରିବାରର ଗୋଟିଏ ଗୋଟିଏ ଦଳର ନାମ ଖାଦେିତ ଥିଲା।

13ସଠାେରେ ପୂର୍ବ ଦିଗ ରେ ତିନୋଟି ପ୍ରବେଶ ଦ୍ବାରା, ଉତ୍ତର ରେ ତିନୋଟି ପ୍ରବେଶ ଦ୍ବାର, ଦକ୍ଷିଣ ରେ ତିନୋଟି ପ୍ରବେଶ ଦ୍ବାର ଏବଂ ପଶ୍ଚିମ ଦିଗ ରେ ତିନୋଟି ଦ୍ବାର ଥିଲା।

14ନଗରୀର କାନ୍ଥସବୁ ବାରଟି ମୂଳଦୁଆ ପଥର ଉପରେ ଥିଲା। ସହେି ପଥର ଉପରେ ମଷେଶାବକଙ୍କର ବାର ଜଣ ପ୍ ରରେିତଙ୍କର ନାମ ଲଖାଯାେଇଥିଲା।

15ମାେ ସହିତ କଥାବାର୍ତ୍ତା ହେଉଥିବା ସ୍ବର୍ଗଦୂତଙ୍କ ହାତ ରେ ଗୋଟିଏ ସୁନାର ମାପଦଣ୍ଡ ଥିଲା। ସେ ନଗର, ଏହାର ପ୍ରବେଶ ଦ୍ବାର ଏବଂ ଏହାର କାନ୍ଥ ମାପ କରିବା ପାଇଁ ଏହି ମାପଦଣ୍ଡ ନିଜ ହାତ ରେ ରଖିଥିଲେ।

Revelation 21 illustration - Revelation Chapter 21

16ସହେି ନଗରୀଟି ଚାରିକଣିଆ ଥିଲା। ଏହାର ଲମ୍ବା ଓ ଚଉଡ଼ା ସମାନ। ସହେି ଦୂତ ମାପଦଣ୍ଡ ରେ ନଗରୀକୁ ମାପିଲେ। ନଗରୀର ଲମ୍ବା 12,000 ଷ୍ଟାଡ଼ିଆ, ଚଉଡ଼ା 12,000 ଷ୍ଟାଡ଼ିଆ ଓ ଉଚ୍ଚତା ମଧ୍ଯ 12,000 ଷ୍ଟାଡ଼ିଆ ଥିଲା।

17ସେ ଦୂତ କାନ୍ଥର ଉଚ୍ଚତା ମଧ୍ଯ ମାପିଲେ ଏହା 144 ହାତ ହେଲା। ଦୂତ ମନୁଷ୍ଯମାନଙ୍କ ଦ୍ବାରା ବ୍ଯବହୃତ ମାନଦଣ୍ଡ ରେ ମାପିଥିଲେ।

18ସହେି ନଗରୀର କାନ୍ଥ ସୂର୍ୟ୍ଯକାନ୍ତମଣି ରେ ତିଆରି ହାଇେଥିଲା। ସହେି ନଗରୀ ସ୍ବଚ୍ଛକାଚ ପରି ଉଜ୍ଜ୍ବଳ ଖାଣ୍ଟି ସୁନା ରେ ତିଆରି ହାଇେଥିଲା।

19ନଗରୀ କାନ୍ଥର ମୂଳଦୁଆ ପଥର ରେ ବହୁମୂଲ୍ଯ ମଣି ଖଚିତ ଥିଲା। ପ୍ରଥମ କୋଣ ପଥରଟି ହୀରକମଣି, ଦ୍ବିତୀୟଟି ନୀଳକାନ୍ତମଣି, ତୃତୀୟ ବୈଦୂର୍ୟ୍ଯମଣି, ଚତୁର୍ଥଟି ମରକତମଣି ଥିଲା।

20ପଞ୍ଚମ ରେ ପୁଲକମଣି, ଷଷ୍ଠ ମଣିକ୍ଯମଣି, ସପ୍ତମଟି ପୁଷ୍ପରାଗମଣି, ଅଷ୍ଟମ ରେ ଫିରୋଜମଣି, ନମମ ରେ ଗୋମଦେକମଣି, ଦଶମ ରେ ଲଶୁନୀୟମଣି, ଏକାଦଶ ରେ ଇନ୍ଦ୍ରନୀଳମଣି, ଓ ଦ୍ବାଦଶ ରେ ସୁଗନ୍ଧମଣି ଖଚିତ ଥିଲା।

Revelation 21 illustration - Revelation Chapter 21

21ବାରଟି ପ୍ରବେଶ ଦ୍ବାର ହେଉଛି ବାର ଗୋଟି ମୁକ୍ତ ପ୍ରେତ୍ୟକକ ପ୍ରବେଶ ଦ୍ବାର ଗୋଟିଏ ଲଖାେ ମୁକ୍ତା ରେ ତିଆରି ହାଇେଥିଲା। ନଗରର ରାଜପଥ ନିର୍ମିତ କାଚପରି, ଖାଣ୍ଟି ସୁନା ରେ ତିଆରି ହାଇେଥିଲା।

22ମୁଁ ସହେି ନଗରୀ ଭିତ ରେ କୌଣସି ମନ୍ଦିର ଦେଖିଲି ନାହିଁ। ସର୍ବଶକ୍ତିମାନ୍ ପ୍ରଭୁ ପରମେଶ୍ବର ଓ ମଷେଶାବକ ହେଉଛନ୍ତି ସହେି ନଗରର ମନ୍ଦିର।

23ସହେି ନଗରୀକୁ ଆଲୋକ ଦବୋପାଇଁ ସୂର୍ୟ୍ଯ ବା ଚନ୍ଦ୍ରର ଆବଶ୍ଯକତା ନାହିଁ। ପରମେଶ୍ବରଙ୍କର ମହିମା ନଗରୀକୁ ଆଲୋକ ଦିଏ। ମଷେଶାବକ ସହେି ନଗରୀର ପ୍ରଦୀପ ସ୍ବରୂପ।

24ନଗରୀର ଆଲୋକରେ ଜାତିସମୂହର ଲୋକମାନେ ଚାଲିବେ। ପୃଥିବୀର ରାଜାମାନେ ସମାନଙ୍କେର ଐଶ୍ବର୍ୟ୍ଯ ଏହି ନଗରୀକୁ ଦବେେ।

25ସହେି ନଗରୀର ଦ୍ବାରଗୁଡ଼ିକ କୌଣସି ଦିନ ବନ୍ଦ ରହିବ ନାହିଁ, କାରଣ ସଠାେରେ କବେେ ହେଲେ ରାତି ହବେ ନାହିଁ।

Revelation 21 illustration - Revelation Chapter 21

26ସହେି ନଗରକୁ ଜାତିସମୂହର ଐଶ୍ବର୍ୟ୍ଯ ଓ ମହିମା ଅଣାୟିବ।

27କୌଣସି ଅଶୁଚି ଜିନିଷ ତା' ଭିତ ରେ ପ୍ରବେଶ କରିବ ନାହିଁ। ଲଜ୍ଜାପୂର୍ଣ୍ଣ କାର୍ୟ୍ଯ କରିବା ଲୋକ ଓ ମିଥ୍ଯା କହିବା ଲୋକ ତା' ଭିତ ରେ ପଶିପାରିବେ ନାହିଁ। ମଷେଶାବକଙ୍କ ଜୀବନପୁସ୍ତକରେ ନାମ ଲଖାେ ହାଇେଥିବା ଲୋକମାନେ ସହେି ନଗରୀ ଭିତ ରେ ପ୍ରବେଶ କରିବେ।

Chapter Complete

You have read Revelation 21

27 verses