Lumina
Titus

Titus 1

Titus 1·Oriya Bible

1ପରମେଶ୍ବରଙ୍କ ସବେକ, ଓ ଯୀଶୁଖ୍ରୀଷ୍ଟଙ୍କ ପ୍ ରରେିତ ପାଉଲଙ୍କଠାରୁ ପତ୍ର। ପରମେଶ୍ବରଙ୍କ ମନୋନୀତ ଲୋକମାନଙ୍କ ବିଶ୍ବାସ ରେ ସାହାୟ୍ଯ କରିବା ପାଇଁ ମାେତେ ପଠାଯାଇଛି। ସତ୍ଯ ଜାଣିବା ପାଇଁ ସହେି ଲୋକମାନଙ୍କୁ ସାହାୟ୍ଯ କରିବା ପାଇଁ ମାେତେ ପଠାଯାଇଛି। ପରମେଶ୍ବରଙ୍କୁ ଲୋକେ କିପରି ସବୋ କରିବେ, ତାହା ସହେି ସତ୍ଯ ଦଖାଇେ ଥାଏ।

2ଅନନ୍ତ ଜୀବନ ପାଇଁ ଆମ୍ଭର ଆଶାରୁ ସହେି ବିଶ୍ବାସ ଓ ଜ୍ଞାନ ଆସିଛି। ସମୟ ଆରମ୍ଭ ହବୋ ପୂର୍ବରୁ ପରମେଶ୍ବର ସହେି ଅନନ୍ତ ଜୀବନର ପ୍ରତିଶୃତି ଦଇେଥିଲେ ଓ ପରମେଶ୍ବର ମିଛ କହନ୍ତି ନାହିଁ।

3ଉଚିତ ସମୟରେ ପରମେଶ୍ବର ସହେି ଜୀବନ ବିଷୟ ରେ ସଂସାରକୁ ଜଣାଇଲେ। ପ୍ରଚାର ଦ୍ବାରା ପରମେଶ୍ବର ଜଗତକୁ କହିଲେ। ପରମେଶ୍ବର ମାେତେ ସହେି କାମର ଦାଯିତ୍ବ ଦେଲେ। ଆମ୍ଭର ତ୍ରାଣକର୍ତ୍ତା ପରମେଶ୍ବର ଆଦେଶ ଦଇେଥିବାରୁ ମୁଁ ସଗେୁଡ଼ିକର ପ୍ରଚାର କଲି।

4ଏହି ପତ୍ର ତୀତସଙ୍କୁ ଲଖାଯାେଉଛି। ତୁମ୍ଭେ ସମବିଶ୍ବାସ ରେ ମାରେ ପ୍ରକୃତ ପୁତ୍ର ଭଳି। ଆମ୍ଭର ପରମପିତା ପରମେଶ୍ବର ଖ୍ରୀଷ୍ଟ ଯୀଶୁ, ଆମ୍ଭର ତ୍ରାଣକର୍ତ୍ତାଙ୍କଠାରୁ ତୁମ୍ଭକୁ ଅନୁଗ୍ରହ ଓ ଶାନ୍ତି ମିଳୁ।

5ମୁଁ ତୁମ୍ଭକୁ କ୍ରୀତୀଠା ରେ ଏବେ ସୁଦ୍ଧା ଯେଉଁ କାମ ବାକି ରହି ଯାଇଛି, ସଗେୁଡ଼ିକୁ ସମ୍ପୂର୍ଣ୍ଣ କରିବା ପାଇଁ ଛାଡ଼ି ଆସିଥିଲି। ମୁଁ ସଠାେରେ ତୁମ୍ଭକୁ ଏଥିପାଇଁ ମଧ୍ଯ ଛାଡ଼ି ଆସିଥିଲି ଯେ ତୁମ୍ଭେ ପ୍ରେତ୍ୟକକ ନଗର ରେ ପ୍ରାଚୀନ ହବୋ ଲୋକମାନଙ୍କୁ ବାଛି ପାରିବ।

Titus 1 illustration - Titus Chapter 1

6ଏକ ପ୍ରାଚୀନ ହବୋ ପାଇଁ ଜଣେ ଲୋକର ଯେଉଁ ଗୁଣ ଥିବା ଦରକାର, ସଗେୁଡ଼ିକ ହେଲା ସେ ନିର୍ଦ୍ ଦୋଷ ଥିବେ। ତାହାଙ୍କର ଜଣେ ମାତ୍ର ସ୍ତ୍ରୀ ଥିବେ। ତାହାଙ୍କର ସନ୍ତାନମାନେ ବିଶ୍ବାସୀ ହାଇେଥିବେ। ସମାନେେ ହିଂସ୍ର ଜୀବନ ଯାପନ କରୁ ନ ଥିବେ ଓ ଅନୁଶାସନହୀନ ନ ଥିବେ।

7ଏହି ପ୍ରାଚୀନମାନଙ୍କର କାମ ହେଉଛି ପରମେଶ୍ବରଙ୍କ କାମର ଯତ୍ନ ନବୋ, ଅତଏବ ସେ ନିର୍ଦ୍ ଦୋଷ ହବୋ କଥା। ସେ ଗର୍ବୀ, ସ୍ବାର୍ଥୀ ଓ ଶୀଘ୍ର କୋରଧୀ ହାଇେ ନ ଥିବେ। ସେ ଅତ୍ଯଧିକ ମଦ୍ଯ ପାନ କରୁ ନ ଥିବେ। ସେ କଳହ ପ୍ରିୟ ହାଇେ ନ ଥିବେ। ଅନ୍ୟମାନଙ୍କୁ ଠକି ଧନୀ ହବୋ ପାଇଁ ସର୍ବଦା ଚେଷ୍ଟା କରୁ ନ ଥିବେ।

8ନିଜ ଘ ରେ ଲୋକମାନଙ୍କୁ ସ୍ବାଗତ କରି ସାହାୟ୍ଯ କରିବା ପାଇଁ ପ୍ରସ୍ତୁତ ଥିବେ। ସେ ଉତ୍ତମ ବିଷୟକୁ ପ୍ ରମେ କରୁଥିବେ, ଜ୍ଞାନୀ ହାଇେଥିବେ, ଧାର୍ମିକଭାବେ ଜୀବନଯାପନ କରୁଥିବେ, ପବିତ୍ର ହାଇେଥିବେ ଓ ନିଜକୁ ସଂୟମ କରି ପାରୁଥିବେ। ଆମ୍ଭେ ସତ୍ଯର ଯେଉଁ ରୂପରେ ଶିକ୍ଷା ପ୍ରଦାନ କରିଛୁ, ଜଣେ ପ୍ରାଚୀନ, ନିଷ୍ଠାପର ଭାବରେ ତାହା ପ୍ରଦାନ କରୁଥିବେ।

9ପ୍ରକୃତ ଶିକ୍ଷାକୁ ବ୍ଯବହାର କରି ଜଣେ ପ୍ରାଚୀନ ଲୋକମାନଙ୍କୁ ସାହାୟ୍ଯ କରିବା ରେ ସକ୍ଷମ ହାଇେଥିବେ ଏବଂ ପ୍ରକୃତ ଶିକ୍ଷାର ବିରୋଧୀମାନଙ୍କୁ ସେ ଯେପରି ଦଖାଇେ ଦବୋକୁ ସକ୍ଷମ ହବେେ ଯେ ସମାନେେ ଭୁଲ ଅଟନ୍ତି।

10ଅନକେ ଲୋକ ଏପରି ଅଛନ୍ତି, ଯେଉଁମାନେ ମାନିବାକୁ ମନା କରନ୍ତି, ଅବାନ୍ତର କଥାମାନ କୁହନ୍ତି ଓ ଅନ୍ୟ ଲୋକମାନଙ୍କୁ ଭୁଲ ବାଟରେ ପରିଚାଳିତ କରନ୍ତି। ମୁଁ ବିଶଷେ ଭାବରେ ସେ ଲୋକମାନଙ୍କ ବିଷୟ ରେ କହୁଛି, ଯେଉଁମାନେ ସମସ୍ତ ଅଣଯିହୂଦୀମାନଙ୍କୁ ସୁନ୍ନତ ହବୋପାଇଁ କହନ୍ତି।

Titus 1 illustration - Titus Chapter 1

11ଜଣେ ପ୍ରାଚୀନ ସମାନଙ୍କେର ଭୁଲ ବିଷୟ ରେ ତାହାଙ୍କୁ ଅବଗତ କରାଇବାକୁ ସକ୍ଷମ ଥିବେ ଓ ସମାନଙ୍କେୁ ଏପରି ଅବାନ୍ତର କଥା କହିବାରୁ ବନ୍ଦ କରାଇପାରୁଥିବେ। ସହେି ଲୋକମାନେ କୁଶିକ୍ଷାର ଉପଦେଶ ଦଇେ ସମ୍ପୂର୍ଣ୍ଣ ପରିବାରଗୁଡ଼ିକୁ ନଷ୍ଟ କରୁଛନ୍ତି। ସମାନେେ କବଳେ ଲୋକମାନଙ୍କୁ ଠକିବା ପାଇଁ ଏଭଳି ଶିକ୍ଷା ଦିଅନ୍ତି କାରଣ ସମାନେେ ଧନ ଅର୍ଜନ କରିବାକୁ ଇଚ୍ଛା କରନ୍ତି।

12ତାହାଙ୍କ ନିଜ ଲୋକମାନଙ୍କ ମଧ୍ଯରୁ ଜଣେ, ୟିଏ କି ଭବିଷ୍ଯଦ୍ ବକ୍ତା, କହିଛନ୍ତି : କ୍ରୀତୀର ଲୋକେ ସର୍ବଦା ମିଛ କୁହନ୍ତି। ସମାନେେ ଦୁଷ୍ଟ ପଶୁ ଓ ଅଳସୁଆ। ସମାନେେ ଖାଇବା ଛଡ଼ା ଅନ୍ୟ କିଛି କରନ୍ତି ନାହିଁ।

13ସହେି ଭାବବାଦୀଙ୍କ କଥା ସତ। ଅତଏବ ସମାନଙ୍କେୁ କୁହ ଯେ ସମାନେେ ଭୁଲ କରୁଛନ୍ତି। ତୁମ୍ଭେ ତାହାଙ୍କ ପ୍ରତି କଠାେର ହବୋ ଉଚିତ। ତା' ହେଲେ ସମାନେେ ବିଶ୍ବାସ ରେ ଦୃଢ଼ ହବେେ।

14ତା' ହେଲେ ସମାନେେ ଯିହୂଦୀ ଗପଗୁଡ଼ିକୁ ଗ୍ରହଣ କରିବେ ନାହିଁ କି ସତ୍ଯକୁ ଗ୍ରହଣ କରୁ ନ ଥିବା ଲୋକଙ୍କ ଆଦେଶ ପାଳନ କରିବେ ନାହିଁ।

15ଯେଉଁମାନେ ପବିତ୍ର, ତାହାଙ୍କ ପାଇଁ ସବୁ କିଛି ପବିତ୍ର। କିନ୍ତୁ ଯେଉଁମାନେ ପାପୀ ଓ ଅବିଶ୍ବାସୀ, ସମାନଙ୍କେ ଲାଗି କିଛି ହେଲେ ପବିତ୍ର ନୁହେଁ। ସମାନଙ୍କେର ଚିନ୍ତା ପାପରେ ଦୂଷିତ ହାଇଯୋଇଛି ଓ ଠିକ୍ କ'ଣ, ସେ ସମ୍ବନ୍ଧ ରେ ସମାନଙ୍କେର ଜ୍ଞାନ ନଷ୍ଟ ହାଇେ ଯାଇଛି।

Titus 1 illustration - Titus Chapter 1

16ସେ ଲୋକମାନେ କୁହନ୍ତି ଯେ ସମାନେେ ପରମେଶ୍ବରଙ୍କୁ ଜାଣିଛନ୍ତି। କିନ୍ତୁ ଯେଉଁସବୁ ମନ୍ଦ କାମ ସମାନେେ କରୁଛନ୍ତି, ସେଥିରୁ ଜଣାଯାଏ ଯେ ସମାନେେ ପରମେଶ୍ବରଙ୍କୁ ଗ୍ରହଣ କରନ୍ତି ନାହିଁ। ସମାନେେ ଭୟଙ୍କର ଲୋକ, ଆଜ୍ଞା ବି ରୋଧୀ ଓ କୌଣସି ଭଲ କାମ ପାଇଁ ଅ ଯୋଗ୍ଯ।

Chapter Complete

You have read Titus 1

16 verses